ସ୍ତ୍ରୀଙ୍କୁ ଉଲଗ୍ନ କରି ଗାଁ ଦାଣ୍ଡରେ ବୁଲାଇବା ଘଟଣା: ଭିଡିଓ ଭାଇରାଲ ହେବା ପରେ ପୁଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ
ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଟିମନାର ବିରମୁଣ୍ଡା ଅଞ୍ଚଳରୁ ଆସିଛି ସଭ୍ୟ ସମାଜର ମୁଣ୍ଡ ନୂଆଁଇଲା ଭଳି ଦୃଶ୍ୟ। ସ୍ତ୍ରୀଙ୍କର ପରକୀୟା ପ୍ରୀତି ଧରାପଡ଼ିବାରୁ ସ୍ବାମୀ ଗାଁ ମଝିରେ ଉଲଗ୍ନ…